ସୁକମା ଓ ମାଲକାନଗିରି ସୀମାରେ ମାଓବାଦୀ-ଯବାନଙ୍କ ମଧ୍ୟରେ ଅତର୍କିତ ଗୁଳି ଚାଳନା ହୋଇଥିଲା ।ଛତିଶଗଡ଼ ସୁକମାରେ ସୁରକ୍ଷାକର୍ମୀଙ୍କ ଏନ୍କାଉଣ୍ଟର। ସୁରକ୍ଷାକର୍ମୀଙ୍କ ଗୁଳିରେ ୧୦ ମାଓବାଦୀଙ୍କ ମୃତ୍ୟୁ ହୋଇଥିବା ସୂଚନା ରହିଛି। ମାଓବାଦୀ-ଯବାନଙ୍କ ମଧ୍ୟରେ ଗୁଳିବିନିମୟ ସମୟରେ ଜଣେ ମାଓବାଦୀର ମୃତ୍ୟୁ ହୋଇଛି। ଏନେଇ ପୁଲିସ ଡିଜି ୱାଇ.ବି ଖୁରାନିଆ ସୂଚନା ଦେଇଥିଲେ।