ଭରତପୁର ଥାନାରେ ମେଜର ଓ ତାଙ୍କ ବାନ୍ଧବୀଙ୍କ ନିର୍ଯାତନା ଘଟଣାରେ ପ୍ରତିବାଦ କରି ରାଜରାସ୍ତାକୁ ଓଲ୍ହେଇଛନ୍ତି ବିଜେଡି।ଆସନ୍ତା ୨୪ତାରିଖରେ ମଙ୍ଗଳବାର ଦିନ ବିଜେଡି ପକ୍ଷରୁ ୬ଘଣ୍ଟିଆ ଭୁବନେଶ୍ୱର ବନ୍ଦ ଡାକରା ଦିଆଯାଇଛି ।ବିଜେଡି ନେତା ଦେବୀ ମିଶ୍ର ସାମ୍ବାଦିକ ସମ୍ମିଳନୀ କରି ଏ ସମ୍ପର୍କରେ ସୂଚନା ଦେଇଛନ୍ତି ।
ବିଜେଡିର ୬ଘଣ୍ଟିଆ ଭୁବନେଶ୍ୱର ବନ୍ଦ ଡାକରା

