Site icon UTKAL PRATIDIN

କଂଗ୍ରେସ ଛାଡ଼ିଲେ ବାପି ସର୍ଖେଲ

tIdIRplW_400x400

ପାରାଦ୍ୱୀପ: ନିର୍ବାଚନ ପୂର୍ବରୁ ରାଜ୍ୟରେ ଦଳ ବଦଳ ଜୋର ଧରିଥିବାବେଳେ ଏବେ କଂ‌ଗ୍ରେସକୁ ଆଉ ଏକ ଝଟ୍‌କା ଲାଗିଛି। ଗୁରୁବାର ଅରିନ୍ଦମ(ବାପି) ସର୍ଖେଲ୍ କଂଗ୍ରେସରୁ ଇସ୍ତଫା ଦେଇଛନ୍ତି। ସେ ନିଜ ଇସ୍ତଫା ପତ୍ରକୁ ପିସିସି ସଭାପତି ଶରତ ପଟ୍ଟନାୟକଙ୍କ ନିକଟକୁ ପଠାଇ ଦେଇଛନ୍ତି। କଂଗ୍ରେସ ଛାଡ଼ିବା ପରେ ସେ ବିଜେଡିରେ ସାମିଲ ହେବା ନେଇ ଚର୍ଚ୍ଚା ଜୋର ଧରିଛି।

ଏଠାରେ ସୂଚନାଯୋଗ୍ୟ, କିଛିଦିନ ତଳେ ବାପି ସର୍ଖେଲ୍‌ଙ୍କ ପତ୍ନୀ ମୋନିଦୀପା ବିଜେଡିରେ ସାମିଲ ହୋଇଛ

Exit mobile version