Site icon UTKAL PRATIDIN

ଆଜି ଝାରଖଣ୍ଡ ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

Mohan-Majhi-1-750x430

ଆଜି ଝାରଖଣ୍ଡ ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।ଝାରଖଣ୍ଡରେ ନିର୍ବାଚନ ପ୍ରଚାର ପାଇଁ ବିଜେପି ପ୍ରାର୍ଥୀଙ୍କ ସହ ଭୋଟ ମାଗିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।ଝାଡ଼ଖଣ୍ଡରେ ମୁଖ୍ୟମନ୍ତ୍ରୀଙ୍କ ମାରାଥନ୍ ସଭା ଓ ରୋଡ୍ ଶୋ’ କରିବାର କାର୍ଯ୍ୟକ୍ରମ ରହିଛି।

ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଷଢ଼େଇକଳା ଖରସୁଆଁ ଓ ସିଂହଭୂମିରେ ସଭା କରିବେ ବୋଲି ସୂଚନା ମିଳିଛି।ସେପ୍ଟେମ୍ବର ୩୦ ତାରିଖରେ ମୁଖ୍ୟମନ୍ତ୍ରୀ ଦୁଇ ଦିନିଆ ଝାଡ଼ଖଣ୍ଡ ଗସ୍ତରେ ଯାଇଥିଲେ। ମୁଖ୍ୟମନ୍ତ୍ରୀ ପଶ୍ଚିମ ସିଂହଭୂମର ଜଗନ୍ନାଥପୁରରେ ପ୍ରଚାର କରିଥିଲେ। ଏଥିସହ ମୁଖ୍ୟମନ୍ତ୍ରୀ ଚାଇଁବାସାର କୋଲ୍ ହାନ୍ ଯାଇ ବିଜେପିର ପରିବର୍ତ୍ତନ ଯାତ୍ରାରେ ସାମିଲ ହୋଇଥିଲେ।

Exit mobile version