ଶାରଦୀୟ ଦୁର୍ଗା ପୂଜାକୁ ନେଇ ଚଳଚଞ୍ଚଳ ପୁରପଲ୍ଲୀ ।ଗାଁ ରୁ ସହର ଉତ୍ସବ ମୁଖର ।ଏହି ପବିତ୍ର ଉତ୍ସବରେ ସାରା ରାଜ୍ୟର ଦୁର୍ଗା ପୂଜା ପେଣ୍ଡାଲ ଭଡ଼ା ଛାଡ଼ କଲେ ମୁଖ୍ୟମନ୍ତ୍ରୀ। ପେଣ୍ଡାଲ ଭଡ଼ା ଛାଡ଼ ପାଇଁ ମୁଖ୍ୟମନ୍ତ୍ରୀ ନିଷ୍ପତ୍ତି ନେଇଛନ୍ତି। ଦୁର୍ଗାପୂଜାର ଶୁଭେଚ୍ଛା ଜଣାଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏହି ନିଷ୍ପତି ଘୋଷଣା କରିଛନ୍ତି।ଫଳରେ ଆଉ ପୂଜା ମଣ୍ଡପ ତଥା ଷ୍ଟାଣ୍ଡ ନିମନ୍ତେ କମିଟିକୁ ଆଉ କୌଣସି ଦେୟ ଦେବାକୁ ପଡ଼ିବ ନାହିଁ ।
ଦୁର୍ଗାପୂଜା ପେଣ୍ଡାଲରେ ଭଡା ଛାଡ କଲେ ମୁଖ୍ୟମନ୍ତ୍ରୀ
