Site icon UTKAL PRATIDIN

ପୋଲିସ ଡିଜି ସୁନୀଲ ବଂଶଲଙ୍କୁ ଅବସର ଅନୁମତି

WhatsApp-Image-2021-12-31-at-6.57.49-PM

ଭୁବନେଶ୍ୱର : ସରକାରୀ ଚାକିରିରୁ ଅବସର ନେବାକୁ ପୋଲିସ ଡିଜି ସୁନୀଲ ବଂଶଲଙ୍କୁ ରାଜ୍ୟ ସରକାରଙ୍କ ଅନୁମତି ଦେଇଛନ୍ତି। ଅବସର ନେଇ ଗୃହ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଆସନ୍ତା ଡିସେମ୍ବର ୩୧ରେ ଅବସର ନେବାକୁ ତାଙ୍କୁ ଅନୁମତି ମିଳିଛି।

Exit mobile version