Site icon UTKAL PRATIDIN

ପରଲୋକରେ କେନ୍ଦ୍ରାପଡ଼ାର ପୂର୍ବତନ ସାଂସଦ

IMG_20241017_105555-e1729142800287 (1)

ଆଉ ନାହାନ୍ତି କେନ୍ଦ୍ରାପଡ଼ାର ପୂର୍ବତନ ସାଂସଦ ପ୍ରଭାତ ସାମନ୍ତରାୟଙ୍କ ପରଲୋକ ହୋଇଛି। ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ଚିକତ୍ସାଧୀନ ଥିଲେ। ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ପ୍ରଭାତଙ୍କ ଦେହାନ୍ତ ନେଇ ସାନ ପୁଅ ସିଦ୍ଧାର୍ଥ ସାମନ୍ତରାୟ ସୂଚନା ଦେଇଛନ୍ତି।

Exit mobile version