Site icon UTKAL PRATIDIN

ରାସନ୍‌ କାର୍ଡ ହିତାଧିକାରୀଙ୍କ ପାଇଁ ଖୁସି ଖବର

resan card (1)

ରାସନ୍‌ କାର୍ଡ ହିତାଧିକାରୀଙ୍କ ପାଇଁ ଖୁସି ଖବର ।ପୁଣି ରାସନ୍‌ କାର୍ଡରେ ଚାଉଳ ସହ ଗହମ ମିଳିବ ବୋଲି ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ସୂଚନା ଦେଇଛନ୍ତି ।ବିଜେଡି ସରକାର ଗହମକୁ ବନ୍ଦ କରି କେବଳ ଚାଉଳ ଯୋଗାଉଥିଲେ। ମାତ୍ର ଲୋକଙ୍କ ଚାହିଦାକୁ ଦୃଷ୍ଟିରେ ରଖିରାଜ୍ୟସରକାର ଦାବି କରିଛନ୍ତି । ପୁଣିଥରେ ପୂର୍ବ ଭଳି ଚାଉଳ ସହ ଗହମ ଯୋଗାଇ ଦିଆଯିବ ବୋଲି ସୂଚନା ଦେଇଛନ୍ତି ମନ୍ତ୍ରୀ।ମିଳୁଥିବା ଚାଉଳର ୨୦ ପ୍ରତିଶତ ଗହମ ଦେବାକୁ ଦାବି କରାଯାଇଥିବା ସେ କହିଛନ୍ତି।

Exit mobile version