Site icon UTKAL PRATIDIN

ମାଡି ଆସୁଛି ବର୍ଷା

images (10)

ଆସୁଛି ଏକ ବଡ ଧରଣର ଲଘୁଚାପ । ଦକ୍ଷିଣପୂର୍ବ ବାଂଲାଦେଶରେ ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ । ଯାହା ପ୍ରଭାବରେ ଆସନ୍ତା ୨୪ ଘଣ୍ଟାରେ ବାଂଲାଦେଶ ଲଘୁଚାପ ସମ୍ଭାବନା ରହିଛି ।ସେପ୍ଟେମ୍ବର ୧୩ ଠାରୁ ୧୬ ତାରିଖ ଯାଏଁ ବର୍ଷା ସମ୍ଭାବନା ରହିଛି ।କିଛି ସ୍ଥାନରେ ହଳୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ଥିବା ବେଳେ କିଛି ସ୍ଥାନରେ ମାଧ୍ୟମ ଧାରଣା ବର୍ଷା ହେବାର ସମ୍ଭାବନା ରହିଛି ।

କିଛି ସ୍ଥାନରେ ଅତି ପ୍ରବଳ ବର୍ଷା ହେବାରୁ ଅରେଞ୍ଜ ୱାର୍ନିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ ।ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ନବରଙ୍ଗପୁର, କୋରାପୁଟ ଏବଂ ମାଲକାନଗିରି ଜିଲାର କେତେକ ସ୍ଥାନରେ ଘଡ଼ଘଡ଼ି ସହିତ ବର୍ଷା ହେବାର ସମ୍ଭାବନା ଅଛି।ସେପ୍ଟେମ୍ବର ୧୩ ଠାରୁ ୧୫ ଯାଏଁ ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ଯିବାକୁ ବାରଣ କରାଯାଇଛି।

Exit mobile version