Site icon UTKAL PRATIDIN

ଆଜି ଓଡିଶା ଆସୁଛନ୍ତି ଜେପି ନଡ୍ଡା

JP-Nadda-750x430

ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା ଆଜି ଓଡିଶା ଆସୁଛନ୍ତି ।ଏହି କ୍ରମରେ ଓଡ଼ିଶାରେ ମଧ୍ୟ ସଦସ୍ୟତା ଅଭିଯାନ ଜାରି ରହିଛି।ଆଜି ଓଡ଼ିଶା ଗସ୍ତରେ ଆସି ବିଜେପିର ସଦସ୍ୟତା ଅଭିଯାନ ବୈଠକରେ ଯୋଗ ଦେବେ। ଏହା ସହ ରାଜ୍ୟ ପଦାଧିକାରୀଙ୍କ ସମେତ ସାଂସଦ ଓ ବିଧାୟକଙ୍କ ସହ ଆଲୋଚନା କରିବେ। ରାଜ୍ୟ କାର୍ଯ୍ୟାଳୟରେ ପଦାଧିକାରୀ ବୈଠକ ବସିବ। ଏନେଇ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ସୂଚନା ଦେଇଛନ୍ତି।

Exit mobile version