Site icon UTKAL PRATIDIN

ଦିନିକିଆ ଓଡିଶା ଗସ୍ତରେ ଆସିବେ ଜେପି ନଡ୍ଡା

JP-Nadda-1-750x430

ଦିନିକିଆ ଓଡ଼ିଶା ଗସ୍ତରେ ଆସିବେ ବିଜେପିର ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା। ଆସନ୍ତାକାଲି ଓଡ଼ିଶା ଗସ୍ତରେ ଆସି ବିଜେପିର ସଦସ୍ୟତା ଅଭିଯାନ ବୈଠକରେ ଯୋଗ ଦେବେ। ଏହା ସହ ରାଜ୍ୟ ପଦାଧିକାରୀଙ୍କ ସମେତ ସାଂସଦ ଓ ବିଧାୟକଙ୍କ ସହ ଆଲୋଚନା କରିବେ। ରାଜ୍ୟ କାର୍ଯ୍ୟାଳୟରେ ପଦାଧିକାରୀ ବୈଠକ ବସିବ। ଏନେଇ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ସୂଚନା ଦେଇଛନ୍ତି।

Exit mobile version