
ଶ୍ରୀମନ୍ଦିର ଶ୍ରଦ୍ଧାଳୁଙ୍କ ପାଇଁ ବଡ ଘୋଷଣା କରିଛନ୍ତି ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ।ମନ୍ତ୍ରୀ କହିଛନ୍ତି, ଦର୍ଶନ ପାଇଁ ଆସୁଥିବା ଭକ୍ତଙ୍କୁ ମହାପ୍ରସାଦ କୁଡୁଆ ଦେବାକୁ ଯୋଜନା କରାଯାଉଛି। ଏ ବାବଦରେ ବର୍ଷକୁ ୧୪ରୁ ୧୫ କୋଟି ଟଙ୍କା ଖର୍ଚ୍ଚ ହେବ। ସରକାରଙ୍କୁ ବର୍ଡନ ନ କରି ବଦାନ୍ୟ ବ୍ୟକ୍ତିଙ୍କ ସହଯୋଗ ନିଆଯିବ।