କ୍ୟାବିନେଟ ବୈଠକରେ କେନ୍ଦ୍ର ସରକାର ବଡ ନିଷ୍ପତି ନେଇଛନ୍ତି ।ଡିସେମ୍ବର ୨୦୨୮ ପର୍ଯ୍ୟନ୍ତ ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଯୋଜନା ଏବଂ ଅନ୍ୟାନ୍ୟ ହିତାଧିକାରୀ ଯୋଜନା ଅଧୀନରେ ମାଗଣା ରାସନ ଜାରି ରଖିବାକୁ କ୍ୟାବିନେଟ ଅନୁମତି ଦେଇଛି।କେନ୍ଦ୍ର ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ କହିଛନ୍ତି ଯେ ସରକାରଙ୍କ ଏହି ପଦକ୍ଷେପର ଉଦ୍ଦେଶ୍ୟ ହେଉଛି ବିକାଶକୁ ପ୍ରୋତ୍ସାହିତ କରିବା ଏବଂ ପୁଷ୍ଟିକର ସୁରକ୍ଷା ବୃଦ୍ଧି କରିବା।କେନ୍ଦ୍ର ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଘୋଷଣା କରିଛନ୍ତି ଯେ ଏହାର ସମ୍ପୂର୍ଣ୍ଣ ଖର୍ଚ୍ଚ 17,082 କୋଟି ଟଙ୍କା ହେବ ଯାହା କେନ୍ଦ୍ର ସରକାର ଖର୍ଚ୍ଚ କରିବେ।