Site icon UTKAL PRATIDIN

ନଭେମ୍ବର ୪ ଓ ୧୧ରେ ଅଭିଯୋଗ ଶୁଣାଣି ବନ୍ଦ

fdd1bc387851489378ea2e8a276f682dc654e33f84cc43d14b06d0350691935f

ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଆସନ୍ତା ନଭେମ୍ବର ୪ ତାରିଖ (ସୋମବାର) ଏବଂ ନଭେମ୍ବର ୧୧ ତାରିଖରେ ବନ୍ଦ ରହିବ ।ପରବର୍ତ୍ତୀ ଅଭିଯୋଗ ଶୁଣାଣି ତାରିଖ ଜନସାଧାରଣଙ୍କୁ ସମ୍ବାଦପତ୍ର ତଥା ଅନ୍ୟ ଗଣମାଧ୍ୟମରେ ଜଣାଇ ଦିଆଯିବ ।ଏ ସମ୍ପର୍କରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ତରଫରୁ ସୂଚନା ପ୍ରଦାନ କରାଯାଇଛି।

Exit mobile version