Sunday, May 19, 2024
HomeODISHAବିଜେଡ଼ିକୁ କାଳ ସମୀରଙ୍କ ଟ୍ବିଟ୍‌

ବିଜେଡ଼ିକୁ କାଳ ସମୀରଙ୍କ ଟ୍ବିଟ୍‌

ସରଗରମ। ହେବାରେ ଲାଗିଛି ନିମାପଡ଼ା ରାଜନୀତି । ସମସ୍ତଙ୍କ ନଜର ସମୀର ରଞ୍ଜନ ଦାସଙ୍କ ଉପରେ । ନେବେକି ବଡ ନିଷ୍ପତ୍ତି । ସମୀରଙ୍କ ଟ୍ବିଟ ରାଜ୍ୟ ରାଜନୀତିକୁ ସରଗରମ କରିଛି। ଟିକେଟ୍‌ ନ ମିଳିବାରୁ ଅସନ୍ତୁଷ୍ଟ ସମୀରଙ୍କ ପରବର୍ତ୍ତୀ ପଦକ୍ଷେପ କ’ଣ ହେବ ତା’ ନେଇ ଗତ କିଛିଦିନ ଧରି ଚର୍ଚ୍ଚା ଲାଗି ରହିଛି। ଆଉ ଏଥିରେ ଖୋରାକ ଯୋଗାଇଛି ସମୀରଙ୍କ ଟ୍ବିଟ୍‌।

ଶନିବାର ନିର୍ବାଚିତ ପ୍ରତିନିଧିଙ୍କ ସହ ୩ ହଜାରରୁ ଅଧିକ କର୍ମୀ ଦଳ ଛାଡିବା ନେଇ ଲିଖିତ ଭାବେ ଜଣାଇଛନ୍ତି । ତୁରନ୍ତ ପ୍ରାର୍ଥୀ ପରିବର୍ତ୍ତନ କରିବା ପାଇଁ ଚେତାବନୀ ଦେଇଥିବା ବେଳେ ଦଳକୁ ୧୨ ଘଣ୍ଟିିଆ କଣ୍ଟ ଦେଇଛନ୍ତି । ଏହାରି ଭିତରେ ଚର୍ଚ୍ଚା ବଢାଇଛି ସମୀର ଦାଶଙ୍କ ଟ୍ବିଟ ।

ନିଜ ଏକ୍ସ’ରେ ସେ ଲେଖିଛନ୍ତି, ସମସ୍ତଙ୍କୁ ହୃଦୟରୁ ସାଧୁବାଦ। ଏଥିସହ ସମୀରପରିବାର ମଧ୍ୟ ଲେଖିଛନ୍ତି। ତେବେ ସେ କେଉଁ ଆଡକୁ ଇଙ୍ଗିତ କରି ଏପରି ଲେଖିଛନ୍ତି ସେ ନେଇ ଚର୍ଚ୍ଚା ବଢିବାରେ ଲାଗିଛି।

RELATED ARTICLES

LEAVE A REPLY

Please enter your comment!
Please enter your name here

Most Popular

Recent Comments