Sunday, May 19, 2024
HomeODISHAରାଜସ୍ଵ ମାନଚିତ୍ରରେ ମାଛକୁଣ୍ଡର ନା ନାହିଁ କାହିଁକି ?

ରାଜସ୍ଵ ମାନଚିତ୍ରରେ ମାଛକୁଣ୍ଡର ନା ନାହିଁ କାହିଁକି ?

ଭୁବନେଶ୍ୱର:  ଆନ୍ଧ୍ର-ଓଡ଼ିଶାର ସୀମା ନିର୍ଦ୍ଧାରଣ କରୁଥିବା ମାଛକୁଣ୍ଡ ନଦୀ କୋରାପୁଟର ଜୀବନରେଖା ଓ ଆମର ଅସ୍ମିତା । ଏହା ଓଡ଼ିଶାର ଏକ ଅବିଚ୍ଛେଦ୍ୟ ଅଙ୍ଗ ହୋଇଥିବାରୁ ମାଛକୁଣ୍ଡ ନଦୀର ଗୁରୁତ୍ୱ ଅଧିକ ଓ ବେଶ୍ ପ୍ରାସଙ୍ଗିକ । ତେବେ ଓଡ଼ିଶାର ରାଜସ୍ୱ ମାନଚିତ୍ରରେ ଏହି ନଦୀ ନ ଥିବା ଖବରକାଗଜରୁ ଜାଣି ମୁଁ ଚିନ୍ତିତ, ଯାହା ଓଡ଼ିଆଙ୍କ ପାଇଁ ଗମ୍ଭୀର ବିଷୟ ।  

ପଡୋଶୀ ରାଜ୍ୟ ତରଫରୁ ଓଡ଼ିଶାରେ ଅନୁପ୍ରବେଶ ଲାଗି ରହିଥିବାବେଳେ ଏପରି ଖବର ଓଡ଼ିଶାବାସୀଙ୍କୁ ମର୍ମାହତ କରିଛି । ପୂର୍ବରୁ ମାଛକୁଣ୍ଡ ନଦୀର ଅନତି ଦୂରରେ ନିର୍ମିତ ‘ମାଛକୁଣ୍ଡ ଜଳ

RELATED ARTICLES

LEAVE A REPLY

Please enter your comment!
Please enter your name here

Most Popular

Recent Comments