Site icon UTKAL PRATIDIN

ପ୍ରକାଶ ପାଇଲା OTET ପରୀକ୍ଷା ଫଳ

otet

ରାଜ୍ୟରେ ଶିକ୍ଷକ ନିଯୁକ୍ତି ପାଇଁ ହେଉଥିବା ଓଡ଼ିଶା ଟିଚର୍ସ ଇଲିଜିବିଲିଟି ଟେଷ୍ଟ(ଓଟିଇଟି) ପରୀକ୍ଷା ଫଳ ପ୍ରକାଶ ପାଇଛି ।ବୋର୍ଡର ନିଜସ୍ୱ ୱେବସାଇଟ http://www.bseodisha.ac.inରେ ଏହି ପରୀକ୍ଷା ଫଳ ଉପଲବ୍ଧ ବୋଲି ବୋର୍ଡ ପକ୍ଷରୁ ସୂଚନା ଦିଆଯାଇଛି।ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲରେ ଶିକ୍ଷକ ଭାବେ କାର୍ଯ୍ୟ କରିବା ନିମନ୍ତେ ଓଟିଇଟି ପରୀକ୍ଷାରେ କୃତକାର୍ଯ୍ୟ ହେବା ଜରୁରୀ। ଏହି ଓଟିଇଟି ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ପ୍ରାର୍ଥୀଙ୍କୁ ରାଜ୍ୟର ଉଭୟ ସରକାରୀ, ବେସରକାରୀ ସ୍କୁଲରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲରେ ଶିକ୍ଷକତା କରିବାର ସୁଯୋଗ ମିଳିଥାଏ।

Exit mobile version