
ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସୂଚନା ମୁତାବକ ଭୁବନେଶ୍ୱର ସମେତ ଓଡିଶାର ୧୧ଟି ଜିଲ୍ଲାରେ ବର୍ଷା ଓ ବଜ୍ରପାତ ହେବାର ସମ୍ଭାବନା ରହିଛି ।କିଛି ସ୍ଥାନରେ ହାଲୁକରୁ ମାଧ୍ୟମ ଧରଣର ବର୍ଷ ହେବାର ସମ୍ଭାବନା ରହିଥିଲା ବେଳେ କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ବାଲେଶ୍ୱର, ଭଦ୍ରକ, ଯାଜପୁର, ମୟୂରଭଞ୍ଜ,କୋରାପୁଟ, ଗଞ୍ଜାମ, ଢେଙ୍କାନାଳ ଓ ଖୋର୍ଦ୍ଧା ଭୁବନେଶ୍ୱର। ଆଗାମୀ ୩ଘଣ୍ଟା ମଧ୍ୟରେ ଏସବୁ ଜିଲ୍ଲାରେ ହାଲୁକରୁ ମଧ୍ୟମ ଧରଣର ବର୍ଷା ଓ ବଜ୍ରପାତ ହେବାର ସମ୍ଭାବନା ରହିଛି।