
ରାଜ୍ୟର ବିଭିନ୍ନ ପ୍ରାଥମିକ ଓ ଉଚ୍ଚପ୍ରାଥମିକ ସ୍ତରରେ ୧୬୦୦୯ଜଣ କନିଷ୍ଠ ଶିକ୍ଷକଙ୍କୁ ନିଯୁକ୍ତି ଦେବେ ସରକାର ।ନବ ନିଯୁକ୍ତ ଶିକ୍ଷକଙ୍କୁ ପ୍ରଶିକ୍ଷଣ ଦେବା ସହ ଶନିବାର କଳିଙ୍ଗ ଷ୍ଟାଡିୟମରେ ନିଯୁକ୍ତି ପତ୍ର ବଣ୍ଟାଯିବ।ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନବ ନିଯୁକ୍ତ ଶିକ୍ଷକଙ୍କୁ ମାର୍ଗ ପ୍ରଦର୍ଶନ କରିବେ ।
କାର୍ଯ୍ୟକାର୍ଯ୍ୟକ୍ରମରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ, ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ, ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ପ୍ରମୁଖ ଯୋଗ ଦେବେ ।କ୍ରମରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ, ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ, ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ପ୍ରମୁଖ ଯୋଗ ଦେବେ ।