Site icon UTKAL PRATIDIN

ଆସନ୍ତାକାଲି ବନ୍ଦ ରହିବ ଶ୍ରୀଜୀଉଙ୍କ ଦର୍ଶନ

ee8f06c33ecd86547bb81fa1a0242fa322dcff1e450b2f2adb2f275b1c2e57c9

ଶ୍ରୀମନ୍ଦିରରେ ଆସନ୍ତାକାଲି ଭାଦ୍ରବ ଶୁକ୍ଳ ଦ୍ଵାଦଶୀ ତିଥିରେ ବାମନ ଜନ୍ମ ନୀତି ପାଳନ ହେବ । ଆସନ୍ତାକାଲି ୩ ଘଣ୍ଟା ପାଇଁ ବନ୍ଦ ରହିବ ମହାପ୍ରଭୁଙ୍କ ସାଧାରଣ ଦର୍ଶନ । ଅପରାହ୍ନ ୫ଟାଠାରୁ ରାତି ୮ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଜାରି କରାଯାଇଛି ।

Exit mobile version