Site icon UTKAL PRATIDIN

ମିଳିଲା ସୁଭଦ୍ରା ଟଙ୍କା

Subhadra-750x430

ସୁଭଦ୍ରା ହିତାଧିକାରୀଙ୍କ ପାଇଁ ଖୁସି ଖବର ।ସୁଭଦ୍ରା ଯୋଜନାର ଯୋଗ୍ୟ ହିତାଧିକାରୀଙ୍କ ଖାତାକୁ ଗଲା ୧ଟଙ୍କା ।ଏନେଇ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ।ଏଣୁ ୧୭ ତାରିଖକୁ ନେଇ ଭୟଭୀତ ନ ହେବାକୁ କହିଛନ୍ତି ଉପ-ମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡ଼ା । ୧୭ ତାରିଖ ପରେ ବି ରେଜିଷ୍ଟ୍ରେସନ ହୋଇଥିବା ଆକାଉଣ୍ଟକୁ ପ୍ରଥମ କିସ୍ତି ଯିବ । ଏବେ ଯାଏଁ ୬୦ ଲକ୍ଷ ମହିଳା ପଞ୍ଜିକରଣ କରିସାରିଲେଣି । ୧ କୋଟିରୁ ଉର୍ଦ୍ଧ ମହିଳାଙ୍କୁ ସୁଭଦ୍ରା ଯୋଜନାରେ ସାମିଲ କରିବାକୁ ସରକାର ଲକ୍ଷ୍ୟ ରଖିଛନ୍ତି ।

Exit mobile version