Site icon UTKAL PRATIDIN

ବାତ୍ୟାର ସମୀକ୍ଷା ପାଇଁ ମୁଖ୍ୟମନ୍ତ୍ରୀ କଲେ ଆଲୋଚନା

cmm

ସ୍ଥଳଭାଗ ମୁହାଁ ହେଲାଣି ବାତ୍ୟା ।ଭୀଷଣ ବାତ୍ୟାର ରୂପ ନେଇଛି ବାତ୍ୟା ଦାନା । ଭୀଷଣ ବାତ୍ୟାକୁ ନେଇ ବ୍ୟାପକ ପ୍ରସ୍ତୁତି ଜାରି ରଖିଛି। ମୁଖ୍ୟମନ୍ତ୍ରୀ ଆଜି ରାତିରୁ ଆସନ୍ତାକାଲି ସକାଳ ଭିତରେ ଭିତରକନିକା ଓ ଧାମରା ମଧ୍ୟରେ ଲ୍ୟାଣ୍ଡଫଲ କରିବ।ପାରାଦୀପଠାରୁ ବାତ୍ୟା ୨୧୦ କିଲୋମିଟର ଦୂରରେ ଥିବାବେଳେ ଧାମରାଠାରୁ ୨୪୦ କିମି ଦୂରରେ ରହିଛି।

ଭିତରକନିକା ଏବଂ ଧାମରା ମଧ୍ୟରେ ବାତ୍ୟା ଲ୍ୟାଣ୍ଡଫଲ କରିବାର ସମ୍ଭାବନା ରହିଥିବାବେଳେ ସମୁଦ୍ରରେ ବର୍ତ୍ତମାନ ଘଣ୍ଟା ପ୍ରତି ୧୨ କିମି ବେଗରେ ଅଗ୍ରସର ହେଉଛି। ବାତ୍ୟାର ଦୃଢ଼ ମୁକାବିଲା ପାଇଁ ସରକାର ସମ୍ପୂର୍ଣ୍ଣ ପ୍ରସ୍ତୁତ ଅଛନ୍ତି। ଆଦୌ ଆତଙ୍କିତ ହୁଅନ୍ତୁ ନାହିଁ, ସୁରକ୍ଷିତ ରୁହନ୍ତୁ, ସତର୍କ ରୁହନ୍ତୁ ବୋଲି ଗତକାଲି ମୁଖ୍ୟମନ୍ତ୍ରୀ କହିଥିଲେ।

Exit mobile version