Site icon UTKAL PRATIDIN

ଆଜିଠୁ ତିନିଦିନିଆ କେନ୍ଦୁଝର ଗସ୍ତରେ ମୁଖ୍ୟମନ୍ତ୍ରୀ

Untitled-1-70

ମୁଖ୍ୟମନ୍ତ୍ରୀ ମୋହନ ମୋହନ ଚରଣ ମାଝୀ ଆଜିଠୁ ତିନିଦିନିଆ କେଉଁଝର ଗସ୍ତରେ ଯିବେ ।ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନ ବନ୍ଦରରୁ ଅପରାହ୍ନ ୩ଟା ୫୦ରେ କେନ୍ଦୁଝର ଅଭିମୁଖେ ବାହାରିବେ ।କେନ୍ଦୁଝରରେ ବିଭିନ୍ନ ପୂଜା ମଣ୍ଡପ ବୁଲିବା ସହ ରବିବାର ନିଜ ଗାଁ ରାଇକଳା ଗସ୍ତ କରିବେ ।ଏହାପରେ ମୁଖ୍ୟମନ୍ତ୍ରୀ ସର୍କିଟ ହାଉସରେ ରାତ୍ରୀ ଯାପନ କରିବେ।ରାଇକଳାରେ ବିଭିନ୍ନ ପୂଜା ମଣ୍ଡପ ବୁଲିବା ସହ ସୋମବାର ବିଶିଷ୍ଟ ଲୋକଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି ।ଏହାପରେ ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର ପ୍ରତ୍ୟାବର୍ତନ କରିବେ ।

Exit mobile version