Site icon UTKAL PRATIDIN

ତ୍ରିବିକ୍ରମ ବେଶରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ମହାପ୍ରଭୁ

PURI-5

ଆଜି ପଞ୍ଚୁକର ତୃତୀୟ ଦିନ ।ମହାପ୍ରଭୁ ପୁରୀ ଶ୍ରୀମନ୍ଦିରରେ ଆଡ଼କିଆ ବା ତ୍ରିବିକ୍ରମ ବେଶରେ ଭକ୍ତଙ୍କୁ ଦର୍ଶନ ଦେବେ ।ପଞ୍ଚୁକ ବ୍ରତ ପାଇଁ ରାଜ୍ୟର କୋଣ ଅନୁକୋଣରୁ ପୁରୀକୁ ଶ୍ରଦ୍ଧାଳୁଙ୍କ ଆଗମନ ହେଉଛି ।ଜଗା ଦର୍ଶନ ପାଇଁ ବଡ଼ଦାଣ୍ଡରେ ଲାଗୁଛି ଲମ୍ବା ଲାଇନ ।ହୁଳହୁଳି ସହ ଜୟ ଜଗନ୍ନାଥ ଧ୍ୱନିରେ ପ୍ରକମ୍ପିତ ହୋଇଛି ପୁରୀ ବଡଦାଣ୍ଡ।

ଗତକାଲି ଦ୍ୱିତୀୟ ଦିନରେ ଭକ୍ତଙ୍କୁ ବାଙ୍କଚୂଡ଼ା ବେଶରେ ଦର୍ଶନ ଦେଇଥିଲେ କଳାଠାକୁର। ବିଶ୍ୱାସ ରହିଛି ଶ୍ରୀଜିଉଙ୍କ ଦ୍ୱାଦଶ ଯାତ୍ରା ମଧ୍ୟରୁ ଅନ୍ୟତମ ଏଇ ପଞ୍ଚୁକ ଯାତ୍ରା। ଏହି ସମୟରେ ମହାପ୍ରଭୁଙ୍କୁ ଦର୍ଶନ କଲେ କୋଟି ପୂଣ୍ୟ ମିଳିଥାଏ ।ଗତକାଲି ଦ୍ୱିତୀୟ ଦିନରେ ଭକ୍ତଙ୍କୁ ବାଙ୍କଚୂଡ଼ା ବେଶରେ ଦର୍ଶନ ଦେଇଥିଲେ କଳାଠାକୁର। ବିଶ୍ୱାସ ରହିଛି ଶ୍ରୀଜିଉଙ୍କ ଦ୍ୱାଦଶ ଯାତ୍ରା ମଧ୍ୟରୁ ଅନ୍ୟତମ ଏଇ ପଞ୍ଚୁକ ଯାତ୍ରା। ଏହି ସମୟରେ ମହାପ୍ରଭୁଙ୍କୁ ଦର୍ଶନ କଲେ କୋଟି ପୂଣ୍ୟ ମିଳିଥାଏ ।

Exit mobile version