
ବିଧାନସଭା ଅଧିବେଶନର ଦ୍ୱିତୀୟ ପର୍ଯ୍ୟାୟ ଜାରି ରହିଛି ।ସୋମବାର ଅଗଷ୍ଟ ୨୬ ତାରିଖରେ ଭୁବନେଶ୍ୱର ୟୁନିଟ ୫ ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଜନଶୁଣାଣି ବନ୍ଦ ରହିବ ବୋଲି ସୂଚନା ମିଳିଛି ।ସରକାରୀ ଛୁଟି ଥିବାରୁ ଏହି ଦିନ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ। ଏ ସଂପର୍କରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଜାରି ହୋଇଛି। ଏହି ଦିନ ମୁଖ୍ୟମନ୍ତ୍ରୀଙ୍କ ଜନଶୁଣାଣି କାର୍ଯ୍ୟକ୍ରମ ବନ୍ଦ ରହିବ।