ଆଜି ବିଧାନସଭା ଅଧିବେଶନରେ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା ଚାଲିଥିଲାବେଳେ ନଗର ଉନୟନ ମନ୍ତ୍ରୀ ଡାକ୍ତର କୃଷ୍ଣଚନ୍ଦ୍ର ମହାପାତ୍ର କହିଛନ୍ତି ଯେ ଟ୍ବିନ ସିଟି ସମେତ ରାଜ୍ୟର କିଛି ପ୍ରମୁଖ ସହରରେ ଶ୍ମଶାନ କରାଯିବ। କଂଗ୍ରେସ ବିଧାୟିକାଙ୍କ ଏପରି ପ୍ରସ୍ତାବକୁ ପ୍ରଶଂସା କରିଛନ୍ତି ନଗର ଉନୟନ ମନ୍ତ୍ରୀ ଡାକ୍ତର କୃଷ୍ଣଚନ୍ଦ୍ର ମହାପାତ୍ର ।
ଆଗକୁ ପରିବେଶ ଦିଗ ଏବଂ ଜନସ୍ୱାସ୍ଥ୍ୟ ସୁବିଧାକୁ ମୂଲ୍ୟାଙ୍କନ କରି ସମ୍ପୃକ୍ତ କ୍ଷେତ୍ରର ହିତାଧିକାରୀ ଏବଂ ବିଶେଷଜ୍ଞଙ୍କ ସହ ପରାମର୍ଶ କରି ଏଭଳି ସୁବିଧା ସୃଷ୍ଟି ପାଇଁ ଆବଶ୍ୟକ ପଦକ୍ଷେପ ନିଆଯିବ ବୋଲି ସୂଚନା ଦେଇଛନ୍ତି ମନ୍ତ୍ରୀ ।