ପୁରୀ -ଭୁବନେଶ୍ୱର ଜାତୀୟ ରାଜପଥ ଗୁଡ଼ିଆ ପୋଖରୀ ନିକଟରେ ଗତକାଲି ବିଳମ୍ବିତ ରାତିରେ ଦୁର୍ଘଟଣା ଘଟିଛି। ଦୁଇ କାର୍ ମୁହାଁମୁହିଁ ଧକ୍କା ହେବା ଯୋଗୁ ୫ ଜଣ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ଆହତମାନଙ୍କୁ ଉଦ୍ଧାର କରାଯାଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଆହତମାନଙ୍କୁ ଉଦ୍ଧାର କରାଯାଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ପୁଲିସ ଗାଡ଼ିକୁ ଜବତ କରି ଘଟଣାର ତଦନ୍ତ କରୁଛି। ଦୁର୍ଘଟଣାରେ କାର୍ର ସମ୍ମୁଖ ଅଂଶଟି ଭାଙ୍ଗିଯାଇଛି।
ଦୁଇ କାର ମୁହାଁମୁହିଁ,୫ ଆହତ

