Site icon UTKAL PRATIDIN

ଓଏସଆରଟିସି ଅଫିସରଙ୍କ ଘରେ ପଶିଲା ଭିଜିଲାନ୍ସ

IMAGE_1724387361

ଓଏସଆରଟିସି ଚିଫ୍ ଆକାଉଣ୍ଟ ଅଫିସର ବିଜୟ ମଙ୍ଗରାଜଙ୍କ ଘରେ ଭିଜିଲାନ୍ସ ରେଡ୍‌।ଆୟ ବହିର୍ଭୁତ ସମ୍ପତି ଠୁଳ ଅଭିଯୋଗରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି ।ଏକକାଳୀନ ୭ଟି ଜାଗାରେ ଭିଜିଲାନ୍ସ ଟିମ ରେଡ କରିଛି ।ଭୁବନେଶ୍ଵର କାର୍ଯ୍ୟାଳୟ ସମେତ ନନ୍ଦନ ବିହାର, ପଳାଶୁଣୀରେ ଥିବା ଘରେ ଚଢ଼ାଉ ଜାରିରହିଛି । ଏହି ଚଢ଼ାଉରେ ୮ଜଣ ଡିଏସପି, ୮ଜଣ ଇନ୍ସପେକ୍ଟର ଓ ୯ ଜଣ ଏସଏଆଇ ସହ ଅନ୍ୟାନ୍ୟ ଷ୍ଟାପ୍ ସାମିଲ ହୋଇଛନ୍ତି।

Exit mobile version