Site icon UTKAL PRATIDIN

୨୧ରୁ ବିଧାନସଭାର ଶୀତକାଳୀନ ଅଧିବେଶନ

pti02-14-2022-000256b-1662962171

ଭୁବନେଶ୍ୱର : ନଭେମ୍ବର ୨୧ରୁ ବିଧାନସଭା ଶୀତକାଳୀନ ଅଧିବେଶନ ଆରମ୍ଭ ହେବ। ଏହା ଡିସେମ୍ବର ୩୦ ପର୍ଯ୍ୟନ୍ତ ଚାଲିବ। ଚଳିତ ଶୀତକାଳୀନ ଅଧିବେଶନରେ ମୋଟ୍‌ ୩୩ଟି କାର୍ଯ୍ୟ ଦିବସ ରହିବ। ଏଥିପାଇଁ ପ୍ରସ୍ତୁତି ଆରମ୍ଭ ହୋଇଥିବା ବେଳେ ବିଧାନସଭା ପରିଚାଳନା ପାଇଁ ବାଚସ୍ପତି ଖୁବ୍‌ଶୀଘ୍ର ସର୍ବଦଳୀୟ ବୈଠକ ଡକାଇ ପାରନ୍ତି ବୋଲି ସୂଚନାରୁ ଜଣାପଡ଼ିଛି।

Exit mobile version